ଛମାଣ ଆଠଗୁଣ୍ଠ - ପ୍ରଥମ ପରିଚ୍ଛେଦ
ପ୍ରଥମ ପରିଚ୍ଛେଦ : ରାମଚନ୍ଦ୍ର ମଙ୍ଗରାଜ ରାମଚନ୍ଦ୍ର ମଙ୍ଗରାଜ ଜଣେ ମଫସଲର ଜମିଦାର, ମଧ୍ୟ ମହାଜନ ନଗଦ ଟଙ୍କା କାରବାର ଠାରୁ ଧାନର ମହାଜନୀ ବେଶି । ଶୁଣାଯାଏ, ଆଡ଼େ ଦୀର୍ଘେ ଚାରି କୋଶ ମଧ୍ୟରେ ଆଉ କାହାରି କାରବାର ଚଳେନାହିଁ । ବଡ଼ ଧାର୍ମିକ । ବର୍ଷ ମଧ…
ପଢିବାକୁ କ୍ଲିକ କରନ୍ତୁ